୩୯ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୩ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୩୫୦୦୦/-ଟଙ୍କା ପ୍ରଦାନ କରିଛନ୍ତି l ଜିଲ୍ଲାପାଳ ୭ଟି ଅଭିଯୋଗ ତତକ୍ଷଣତ ଫଇସଲା କରିଛନ୍ତି l ଏହି ଅଭିଯୋଗ ଶିବିରରେ ଜିଲ୍ଲା ମୁଖ୍ୟ କୃଷି ଅଧକାରୀ, ବିଷ୍ଣୁ ପ୍ରସାଦ କର,ଉଦ୍ୟାନ କୃଷି ଉପନିର୍ଦେଶକ ଦୟାନିଧି ରାଉତ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ,ଜିଲ୍ଲାସାମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅlଲେନୁର, ଜିଲ୍ଲା ଯୋଗାଣ ଅଧିକାରୀ ଦାଶରଥି ସୋରେନ,ସମେତ କାଶୀପୁର ବିଡ଼ିଓ ଶ୍ରୀ ତନ୍ମୟ ପlତ୍ର,ତହସିଲଦାର ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ରିପୋର୍ଟର:ପ୍ରଫୁଲ୍ଲ କୁମାର ବେହେରା
0 Comments